Posted inଜାତୀୟ

ହନ୍ଦଓ୍ବାଡା ଏନ୍‌କାଉଣ୍ଟର: ଲଶ୍କରର ଟପ୍‌ କମାଣ୍ଡର ହାଇଦର ନିହତ

ହନ୍ଦଓ୍ବାଡା,୩।୫: ଉତ୍ତର କଶ୍ମୀରରେ ରବିବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ଶହୀଦ ହୋଇଥିବା ବେଳେ ୨ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଥିଲା। ତେବେ ଏହି ଆତଙ୍କବାଦୀଙ୍କ ମଧ୍ୟରେ ଥିବା ଲଶ୍କର-ଇ-ତୋଇବାର ଟପ୍‌ କମାଣ୍ଡର ହାଇଦର ନିହତ ହୋଇଥିବା କହିଛନ୍ତି କଶ୍ମୀରର ଆଇଜି ବିଜୟ କୁମାର। ସୂଚନାଯୋଗ୍ୟ, ଏହି ଏନ୍‌କାଉଣ୍ଟରରେ କର୍ନେଲ ଆଶୁତୋଷ ଶର୍ମା, ମେଜର ଅନୁଜ ସୁଦ,ପୋଲିସ ସବଇନ୍ସପେକ୍ଟର ଶକିଲ କାଜି, ଜଣେ ଲାନ୍ସ ନାଏକ ଓ ଜଣେ ରାଇଫଲମ୍ୟାନ ଶହୀଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri