ହବିଷିଆଳି ଶିବିରରେ ଅଘଟଣ: ୩ ଗୁରୁତର

ପୁରୀ ଅଫିସ,୧୬।୧୦: ଶ୍ରୀକ୍ଷେତ୍ରରେ ଚାଲିଛି କାର୍ତ୍ତିକ ବ୍ରତ। ଏଠାରେ ଲକ୍ଷାଧିକ ଭକ୍ତ, ହବିଷିଆଳିଙ୍କ ସମାଗମ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଟୁରିଷ୍ଟ କମ୍ପ୍ଲେକ୍ସ, ପୌର କଲ୍ୟାଣ ମଣ୍ଡପ ଓ ନରେନ୍ଦ୍ରକୋଣରେ ଅସ୍ଥାୟୀ ଶିବିରରେ ରହିଛନ୍ତି ହବିଷିଆଳି। ବୁଧବାର ୩ ହବିଷିଆଳି ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ସେମାନେ ହେଲେ ବ୍ରହ୍ମଗିରି ଭଣ୍ଡାରିକୁଦାର ଆଶା ଦେବୀ(୭୫), ଖୋର୍ଦ୍ଧା ବାଣପୁରର ଶଶୀ ଦେବୀ(୭୨) ଓ ବ୍ରହ୍ମଗିରିରର ସୁନ୍ଦରୀ ମଲ୍ଲିକ(୭୦)।

ବୁଧବାର ସକାଳେ ଟୁରିଷ୍ଟ କମ୍ପ୍ଲେକ୍ସରେ ରହୁଥିବା ଆଶା ଶୌଚାଳୟରେ ପଡି ଆହତ ହୋଇଥିଲେ । ସେହିପରି ଶଶୀଙ୍କ ମୁଣ୍ଡ ବୁଲାଇବାରୁ ସେ ଅଚେତ ହୋଇ ପଡ଼ିଯାଇଥିଲେ। ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଶାଙ୍କ ବାମପାଶର୍‌ବ ପକ୍ଷାଘାତ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେହିପରି ନରେନ୍ଦ୍ରକୋଣ ଶିବିରରେ ରହୁଥିବା ସୁନ୍ଦରୀ ସାଥୀଙ୍କ ସହ ନରେନ୍ଦ୍ର ପୁଷ୍କରିଣୀକୁ ସ୍ନାନ କରିବାକୁ ଯାଇଥିଲେ। ପାହାଚରେ ତାଙ୍କ ଗୋଡ଼ ଖସିଯିବାରୁ ସେ ଗୁରୁତର ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?