ହରଭଙ୍ଗା ବ୍ଳକରେ ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ବୌଦ୍ଧ,୨୦।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ସରକାରୀ ଯୋଜନା ବାଟବନା ହେଇଛେ। ବ୍ଲକର ଅନେକ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ବିଲ୍‌ ଟଁକା ପାଏବାର ଲାଗି ହଟ୍‌ହଟା ହେଉଥିବାର ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ହରଭଙ୍ଗା ବ୍ଲକ ବାଣିଭୁଷଣପୁର ପଁଚେତ୍‌ ଲଣ୍ଡ୍ରେଜୁ ଗଁାର ୭ରୁ ୮ ଝନ୍‌ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି କରିଛନ୍‌। ହେଲେ ଅନେକ ଦିନ୍‌ ହେଲା ବିଲ୍‌ ଟଁକା ନାଇଁ ପାଏଲାରୁ ସେମାନେ ଗୁରୁବାର ବ୍ଲକ ଅଫିସରେ ଏପିଓକୁଁ ଭେଟି ଅଭିଯୋଗ କରିଛନ୍‌। ଲଣ୍ଡ୍ରେଜୁ ଗଁାର ମଞ୍ଜୁ ବେହେରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ଶେଷ କରିଛନ୍‌। ହେଲେ ସେ ଶେଷ ବିଲ୍‌ ନାଇଁ ପାଇଥିଲାବେଲେ ଏନ୍‌ଆର୍‌ଇଜିଏସ୍‌ ଟଁକା ୪ ହଜାର ନ ପାଇଛନ୍‌। ସେନ୍‌ତା ଗଁାର ସାଧବାଣୀ ବେହେରା, ସୁନୀଲ ସାହୁ, ବିଜୁ ବେହେରା, ଅଜୟ ବେହେରାକଁର ବି ସମାନ ଅବସ୍‌ତା। ହିତାଧିକାରୀମାନେ ଘର ତିଆରି ସାରବାର ବଛର ବଛର ବିତିଯାଇଥିଲେ ବି ବିଲ୍‌ ଟଁକା ପାଇ ନାଇଁପାରବାର। ଏନ୍‌ତାଥି ବୋନସ୍‌ ଟଁକା କଥା କିଏ ପଚାରେ। ଇଆଡ଼େ ହିତାଧିକାରୀମାନେ ବିଲ୍‌ ଟଁକା ପାଏବାର ଲାଗି ବଛର ବଛର ହେଲା ପଁଚେତ୍‌ନୁ ବ୍ଲକ ଅଫିସ ଦଉଡି ଦଉଡି ନିହାଲ ହେଇଗଲେନ। ଇ ବାବ୍‌ଦେ ଏପିଓ ହେମନ୍ତ କୁମାର ପ୍ରଧାନକୁଁ ପଚ୍‌ରାଲାରୁ ଯେନ୍‌ ହିତାଧିକାରୀମାନକର ବିଲ୍‌ ରହିଯାଇଛେ ଟଁକା ଆଏଲେ ସମକୁ ଦିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri