ହରଭଙ୍ଗା ବ୍ଳକରେ ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ବୌଦ୍ଧ,୨୦।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ସରକାରୀ ଯୋଜନା ବାଟବନା ହେଇଛେ। ବ୍ଲକର ଅନେକ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ବିଲ୍‌ ଟଁକା ପାଏବାର ଲାଗି ହଟ୍‌ହଟା ହେଉଥିବାର ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ହରଭଙ୍ଗା ବ୍ଲକ ବାଣିଭୁଷଣପୁର ପଁଚେତ୍‌ ଲଣ୍ଡ୍ରେଜୁ ଗଁାର ୭ରୁ ୮ ଝନ୍‌ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି କରିଛନ୍‌। ହେଲେ ଅନେକ ଦିନ୍‌ ହେଲା ବିଲ୍‌ ଟଁକା ନାଇଁ ପାଏଲାରୁ ସେମାନେ ଗୁରୁବାର ବ୍ଲକ ଅଫିସରେ ଏପିଓକୁଁ ଭେଟି ଅଭିଯୋଗ କରିଛନ୍‌। ଲଣ୍ଡ୍ରେଜୁ ଗଁାର ମଞ୍ଜୁ ବେହେରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ଶେଷ କରିଛନ୍‌। ହେଲେ ସେ ଶେଷ ବିଲ୍‌ ନାଇଁ ପାଇଥିଲାବେଲେ ଏନ୍‌ଆର୍‌ଇଜିଏସ୍‌ ଟଁକା ୪ ହଜାର ନ ପାଇଛନ୍‌। ସେନ୍‌ତା ଗଁାର ସାଧବାଣୀ ବେହେରା, ସୁନୀଲ ସାହୁ, ବିଜୁ ବେହେରା, ଅଜୟ ବେହେରାକଁର ବି ସମାନ ଅବସ୍‌ତା। ହିତାଧିକାରୀମାନେ ଘର ତିଆରି ସାରବାର ବଛର ବଛର ବିତିଯାଇଥିଲେ ବି ବିଲ୍‌ ଟଁକା ପାଇ ନାଇଁପାରବାର। ଏନ୍‌ତାଥି ବୋନସ୍‌ ଟଁକା କଥା କିଏ ପଚାରେ। ଇଆଡ଼େ ହିତାଧିକାରୀମାନେ ବିଲ୍‌ ଟଁକା ପାଏବାର ଲାଗି ବଛର ବଛର ହେଲା ପଁଚେତ୍‌ନୁ ବ୍ଲକ ଅଫିସ ଦଉଡି ଦଉଡି ନିହାଲ ହେଇଗଲେନ। ଇ ବାବ୍‌ଦେ ଏପିଓ ହେମନ୍ତ କୁମାର ପ୍ରଧାନକୁଁ ପଚ୍‌ରାଲାରୁ ଯେନ୍‌ ହିତାଧିକାରୀମାନକର ବିଲ୍‌ ରହିଯାଇଛେ ଟଁକା ଆଏଲେ ସମକୁ ଦିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri