Posted inଖେଳ

ହରଭଜନଙ୍କ ବୋଲିଂ ଶୈଳୀ କପି କଲେ କୋହଲି

ଇନ୍ଦୋର,୮।୧- ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂଙ୍କ ବୋଲିଂ ଶୈଳୀ ଅନ୍ୟ ସ୍ପିନରଙ୍କ ଅପେକ୍ଷା ସମ୍ପୂର୍ଣ୍ଣ ଭିନ୍ନ ଥିଲା। ଏକଥା କ୍ରିକେଟ ପ୍ରଶଂସକଙ୍କୁ ଜଣା। ତାଙ୍କର ଭିନ୍ନ ବୋଲିଂ ଶୈଳୀ ଯୋଗୁ ସେ କ୍ରିକେଟରେ ବହୁ ସଫଳ ହୋଇଥିଲେ। ତାଙ୍କ ବୋଲିଂ ଷ୍ଟାଇଲର କପି କରିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏଠାରେ ଶ୍ରୀଲଙ୍କା ଓ ଭାରତ ମଧ୍ୟରେ ମ୍ୟାଚ୍‌ ପୂର୍ବରୁ କୋହଲି ଭେଟେରାନ ସ୍ପିନରଙ୍କ ବୋଲିଂ ଶୈଳୀର ନକଲ କରି ଦେଖାଇଥିଲେ। ସେଠାରେ ଉପସ୍ଥିତ କ୍ରିକେଟ ବିଶେଷଜ୍ଞ ହରଭଜନ ଓ ଇର୍ଫାନ ପଠାନଙ୍କ ସହ ୟୁଜବେନ୍ଦ୍ର ଚହଲ ହସି ହସି ଗଢ଼ି ଯାଇଥିଲେ। ଏହାର ଭିଡିଓ ପ୍ରସାରଣକାରୀ ଚ୍ୟାନେଲ ପକ୍ଷରୁ ସୋସିଆଲ ମିଡିଆରେ ଶେୟାର କରାଯାଇଛି। ଏହାକୁ ପ୍ରଶଂସକମାନେ ଖୁବ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri