Posted inଖେଳ

ହରଭଜନଙ୍କ ସହ ଏହି ଯୁବତୀ ଜଣଙ୍କ କିଏ? ଫଟୋ ଭାଇରାଲ

ସାଉଥାମ୍ପଟନ୍‌, ୨୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟ ଖେଳାଯାଇଥିବା ବିଶ୍ୱକପର ଏକ ମ୍ୟାଚରେ ଭାରତ ୧୧ରନରେ ବିଜୟୀ ହୋଇଛି। ଏହି ମ୍ୟାଚରେ କମେଣ୍ଟ୍ରି କରୁଥିବା ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂ ଏବଂ ଜଣେ ସୁନ୍ଦରୀ ଯୁବତୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏହି ଯୁବତୀ ଜଣଙ୍କ କିଏ ତାଙ୍କୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛି। ଏହି ଯୁବତୀ ଜଣଙ୍କ ହେଉଛନ୍ତି ଆଫଗାନିସ୍ତାନ ଆଙ୍କର ଦୀବା ପଟାଙ୍ଗ। ସେ ଜଣେ ଆଙ୍କର ଏବଂ ପିଏଚଡି ଛାତ୍ରୀ। ଲଣ୍ଡନରେ ଆଫଗାନିସ୍ତାନ ଦୂତାବାସ ପାଇଁ କାମ ସେ କାମ କରୁଛନ୍ତି। ବିଶ୍ୱକପରେ ସେ ସଚିନ ତେନ୍ଦୁଲକର, ଅଭିନେତା ରଣବୀର ସିଂଙ୍କ ସାକ୍ଷାତକାର ମଧ୍ୟ ନେଇଛନ୍ତି। ଟୁଇଟରରେ ଦୀବାଙ୍କ ୫୦ ହଜାରରୁ ଊର୍ଦ୍ଧ୍ୱ ଫଲୋଅର୍ସ ଅଛନ୍ତି। ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ ଥିବା ସୁନ୍ଦରୀ ଦୀବାଙ୍କୁ ନେଇ ଲଣ୍ଡନରେ ବେଶ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri