ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…

ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍‌ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ ଖାଦ୍ୟ ଖାଇବା ଦରକାର ଓ କ’ଣ ଖାଇବା ଉଚିତ୍‌ ସେନେଇ ସତର୍କ ରହିବା ଆବଶ୍ୟକ। ଯୋଗଦ୍ୱାରା ମାନସିକ ଅବସାଦ ଦୂର ହୋଇଥାଏ ବୋଲି ଚାଇନା ବେଜିଂ ବିଶ୍ୱଦ୍ୟାଳୟର କେତେକ ପ୍ରଫେସର ସେମାନଙ୍କ ଗବେଷଣା ରିପୋର୍ଟରେ ଦର୍ଶାଇଛନ୍ତି। ଯୋଗ କଲେ ସିଧା ସଳଖ ହାଇପୋଥାଲାମସ୍‌ ଉପରେ ପ୍ରଭାବ ପଡ଼ିଥାଏ। ଫଳରେ ଶରୀରରେ ବିଭିନ୍ନ ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା ହେବା ଦ୍ୱାରା ମାନସିକ ଚାପରୁ ମୁକ୍ତି ମିଳିଥାଏ । ବର୍ତ୍ତମାନର ବ୍ୟସ୍ତ ବହୁଳ ଜୀବନରେ ଯୋଗ ଏକ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି। ଯୋଗ କରିବାର ୪୫ ମିନିଟ ପୂର୍ବରୁ ଫଳ ଖାଇହେବେ। ସକାଳେ ଯୋଗ କରିବା ଆଗରୁ ତେବେ ଗୋଟେ କପ୍‌ ଚା, ଗରମ ପାଣି ସହ ଲେମ୍ବୁ ରସ, ଗୋଟେ ଗ୍ଲାସ ଉଷୁମ କ୍ଷୀର ପିଇଲେ ଭଲ। ତେବେ ସକାଳୁ କିଛି ନଖାଇ ଖାଲି ପେଟରେ ଯୋଗ କରିବା ଫଳପ୍ରଦ ବୋଲି ଗବେଷଣା ରିପୋର୍ଟରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri