ହରିଣ ମାଂସ ଭୋଜି କରି ଧରାପଡ଼ିଲେ ବାପା, ପୁଅ

ଜମନକିରା,୨୮।୪ (ଡି.ଏନ.ଏ): ସମ୍ବଲପୁର ଜିଲା ବଡରମା ରେଞ୍ଜ ଅଧୀନ ଆମ୍ବଲାଙ୍ଗ ନିକଟସ୍ଥ ପେଟ୍ରୋଲ ପମ୍ପ ପଛ ପାଖରେ ଥିବା ଏକ ଘରେ ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୧ଟାରେ ବନ ବିଭାଗ ଚଢ଼ାଉ କରିଛି। ସେଠାରୁ ସାଢେ ୪ କେଜି ହରିଣ ମାଂସ, ୨ଟି ଟାଙ୍ଗିଆ, ଗୋଟିଏ ପନିକି, ତାରଫାଶ, ତରାଜୁ, ରୋଷେଇ ବାସନ, ରନ୍ଧା ମାଂସ ଜବତ କରାଯାଇଛି। ଘଟଣାସ୍ଥଳରୁ ଦେବେନ୍ଦ୍ର ପ୍ରଧାନ (୬୦) ନାମକ ଜଣେ ବ୍ୟକ୍ତି ଓ ତାଙ୍କ ପୁଅ ମିତ୍ରଭାନୁ ପ୍ରଧାନ (୪୦)ଙ୍କୁ ବନ ବିଭାଗ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri