Posted inଫୁରସତ

ହରିଦ୍ୱାରରେ ୯ ବର୍ଷ ଧରି ତପସ୍ୟା କରୁଥିଲେ ମୁସଲମାନ ଯୁବକ, ଆଉ ତା’ପରେ…

ପାନିପତ,୨୪।୬: ହରିୟାଣାର ପାନିପତରେ ଜଣେ ମୁସଲମାନ ଯୁବକ ହରିଦ୍ୱାରରେ ୯ ବର୍ଷ ଧରି ତପସ୍ୟା କରି ଫେରିବା ପରେ ହିନ୍ଦୁ ଧର୍ମ ଗ୍ରହଣ କରିଛନ୍ତି। ଉକ୍ତ ଯୁବକ ଜଣଙ୍କ ହେଉଛନ୍ତି ନସିବ। ତାଙ୍କ ପରିବାରର ଅନ୍ୟ ୩୫ ଜଣ ମଧ୍ୟ ହିନ୍ଦୁ ଧର୍ମ ଗ୍ରହଣ କରିଛନ୍ତି। ପାନିପତର ଆସାନ ଗ୍ରାମରେ ରହୁଥିବା ନସିବ ହିନ୍ଦୁ ଧର୍ମକୁ ଫେରିବା ପରେ ଖୁସି ବ୍ୟକ୍ତ କରିଛନ୍ତି। ସେମାନେ ସ୍ବେଚ୍ଛାକୃତ ଭାବରେ ଧର୍ମ ପରିବର୍ତ୍ତନ କରିଛନ୍ତି। କେହି ତାଙ୍କ ଉପରେ ଚାପ ପକାଇ ନାହାନ୍ତି ବୋଲି ତାଙ୍କ ପରିବାର ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗାଁର ଶିବ ମନ୍ଦିରରେ ଆୟୋଜିତ ଯଜ୍ଞ ସମୟରେ ପରିବାରର ସମସ୍ତ ସଦସ୍ୟ ହିନ୍ଦୁ ଧର୍ମ ଗ୍ରହଣ କରିଥିଲେ। ଯାହା ପରେ ସେମାନଙ୍କର ନାମ ମଧ୍ୟ ପରିବର୍ତ୍ତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହେଲିକପ୍ଟର ଭିତରେ ଅନନ୍ୟ ହୋଟେଲ: ଏଥିରେ ଯାହା ସବୁ ରହିଛି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଆପଣ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳେ ସ୍ଥାନ କିମ୍ବା ହୋଟେଲରେ ରହିବାକୁ ଚାହାନ୍ତି। ଯାହାର ଆଖପାଖ ପରିବେଶ ଆରାମଦାୟକ ହୋଇଥିବା ଦରକାର। ମାତ୍ର ସବୁବେଳେ...

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…

ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା...

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍‌ଟପ୍‌: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍‌ ଉଡିଲା

ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ...

ପିଜା ଖାଇବାକୁ ବିମାନ ବୁକ୍‌ କରି ବିଦେଶରେ ପହଞ୍ଚିଲେ ଯୁବତୀ

ବାସ୍ତାବରେ ଧନୀମାନଙ୍କର ପରିଭାଷା କ’ଣ? ଏହାର ଅର୍ଥ ହେଲା ଧନୀଙ୍କ ପାଖରେ ଅର୍ଥର ଅଭାବ ନ ଥାଏ। ତେଣୁ ମନ ଯାହା ଚାହେଁ, ତାହା କରିଦିଅନ୍ତି।...

ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ

ୱାଶିଂଟନ୍‌: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା...

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri