Categories: ଜାତୀୟ

ହରିଶ ରାଓ୍ବତ ଅସୁସ୍ଥ

ଡେରାଡୁନ,୭।୧୦: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାଓ୍ବତ ଅସୁସ୍ଥ ହୋଇପଡିଛନ୍ତି। ସୋମବାର ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଡେରାଡୁନର ମାକ୍ସ ହସ୍ପିଟାଲରେ ତାଙ୍କର ଏମ୍‌ଆର୍‌ଆଇ ହୋଇଥିବା ସୂଚନା ମିଳିଛି।

Share