Posted inଜାତୀୟ

ହରିୟାଣାରେ ମୋଦିଙ୍କ ନିର୍ବାଚନୀ ଶଙ୍ଖନାଦ

ରୋହତକ୍‌୍‌,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଶଙ୍ଖନାଦ କରିଛନ୍ତି। ରୋହତକରେ ଆୟୋଜିତ ଏକ ସଭାରେ ସେ ଭାଜପା ସରକାରଙ୍କ ଶହେ ଦିନର ସଫଳତା ବିଷୟରେ ଉପସ୍ଥିତ ଲୋକଙ୍କୁ ଜଣାଇଛନ୍ତି। ଗତ ୬୦ ବର୍ଷ ଧରି ସଂସଦରେ ହୋଇ ନ ଥିବା କାମ ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ଶହେ ଦିନରେ ସମ୍ଭବ ହୋଇ ପାରିଥିବା ସେ କହିଛନ୍ତି। ହରିୟାଣାକୁ ଭାଜପାର ଡବଲ ଇଞ୍ଜିନ୍‌ର ସୁଫଳ ମିଳିଥିବା ସେ କହିଛନ୍ତି। ସେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଳାଲ୍‌ ଖଟ୍ଟରଙ୍କ ପ୍ରଶଂସା କରି କହିଛନ୍ତି ଏବେ ରାଜ୍ୟର ଘରେ ଖଟ୍ଟରଙ୍କ ବିକାଶର ବାର୍ତ୍ତା ପହଞ୍ଚିପାରିଛି। ଲୋକ ସଭା ନିର୍ବାଚନରେ ରାଜ୍ୟର ୧୦ଟି ଆସନ ଭାଜପା ଖାତାକୁ ଆସିଥିବାରୁ ମୋଦି ଉପସ୍ଥିତ ଜନତାଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ମୋଦି ଏକ ବିଶାଳ ରାଲିରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri