ହଳଦିଆପଦର ରେଳଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨।୬: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳବାଇ ପୋଲିସ ରବିବାର ସକାଳେ ହଳଦିଆପଦର ରେଳଧାରଣା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ପରିଚୟ ସ୍ପଷ୍ଟ ହୋଇପାରି ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଟ୍ରେନ ଆଗକୁ ଡେଇଁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତଦେହ ଉଦ୍ଧାର କରି ପୋଲିସ ୧୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ପ୍ରକାଶ ଯେ, ଜଣେ ଯୁବକ ହଳଦିଆପଦର ରେଳଧାରଣାରେ ପଡିଥିବା ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଯୁବକଙ୍କ ପକେଟରୁ ଏକ ଆଧାର କାର୍ଡ ମିଳିଥିବା ବେଳେ ଆଧାର କାର୍ଡଟି ସ୍ପଷ୍ଟ ଭାବରେ ଦେଖାଯାଉ ନ ଥିବାରୁ ପୋଲିସକୁ ଯୁବକଙ୍କ ପରିଚୟ ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri