ହସ୍ତପାଦାସନ ଦୂର କରେ ଅନେକ ରୋଗ

ପ୍ରତିଦିନ ପୌଷ୍ଟିକ ଆହାର ସହିତ ଯୋଗାଭ୍ୟାସ କଲେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଯୋଗାସନ କରିବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଂଚାଳନ ଠିକ୍‌ ଭାବରେ ହୋଇଥାଏ। ତେବେ ଯେ କୌଣସି ଯୋଗାସନ କରିବା ପୂର୍ବରୁ ଯୋଗ ବିଶେଷଜ୍ଞଙ୍କ ପରାମର୍ଶ ନେବାରୁ ଜରୁରୀ। ଅନେକ ଯୋଗାସନ ରହିଛି ମାତ୍ର ହସ୍ତପାଦାସନ କଲେ କେଉଁ ରୋଗରୁ ମୁକ୍ତି ମିଳିଥାଏ ଜାଣନ୍ତୁ ଏ ସମ୍ପର୍କରେ…
କେମିତି କରିବେ ଏହି ଆସନ :
ସିଧା ଠିଆ ହୋଇ ଧୀରେ ତଳକୁ ନଇଁ ଆଣ୍ଠୁ ପାଖରେ ମୁହଁ ରଖି ଦୁଇହାତରେ ଦୁଇପାଦକୁ ଧରନ୍ତୁ। ଏହିପରି ପ୍ରତିଦିନ ୫/୬ଥର କରନ୍ତୁ।

ହସ୍ତପାଦାସନ :
ଏହି ଆସନ କଲେ ମେଦବହୁଳତା ନିିୟନ୍ତ୍ରଣରେ ରହିବା ସହିତ ପାଚନ ତନ୍ତ୍ର ସଠିକ୍‌ ଭାବେ କାର୍ଯ୍ୟ କରିଥାଏ। ହାଡ଼ ଏବଂ ମାଂସପେଶୀ ମଧ୍ୟ ମଜଭୁତ ହୋଇଥାଏ। ହସ୍ତପାଦାସନ କରିବା ଦ୍ୱାରା ତ୍ୱଚାରେ ଚମକ ଆସିଥାଏ। ପ୍ରତିଦିନ ୫/୬ଥର ହସ୍ତପାଦାସନ ଅଭ୍ୟାସ କଲେ ସ୍ପାଇନ୍‌, ହାର୍ଣ୍ଣିଆ, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ଅର୍ଶ ଆଦି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri