Posted inଜାତୀୟ

ହସ୍ପିଟାଲରେ ରୋଗୀଙ୍କୁ ପିଟିଲେ ଡାକ୍ତର: ଭିଡିଓ ଭାଇରାଲ

ଜୟପୁର,୪।୬: ରାଜସ୍ଥାନ ଜୟପୁରର ସଓ୍ବାଇ ମାନସିଂ ହସ୍ପିଟାଲରେ ଜଣେ ଡାକ୍ତର ରୋଗୀଙ୍କୁ ପିଟିବାର ଭିଡିଓ ଭାଇରାଲ ହୋଇଛି। ସୋମବାର ଏହି ଭିଡିଓ ଭାଇରାଲ ହେବାପରେ ରାଜସ୍ଥାନ ମାନବାଧିକାର ଆୟୋଗ ୨୫ ଜୁନ୍‌ ମଧ୍ୟରେ ଏହାର ରିପୋର୍ଟ ଦେବାକୁ ହସ୍ପିଟାଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ହସ୍ପିଟାଲ ପ୍ରଶାସନର ସୂଚନା ମୁତାବକ, ଉତ୍ତର ପ୍ରଦେଶର ମୁବାରିକ(୩୦) ନାମକ ବ୍ୟକ୍ତି ବିଷ ପିଇବା ଓ ପେଟ ସମସ୍ୟା ନେଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଜଣେ ମହିଳା ଡାକ୍ତର ତାଙ୍କଠାରୁ ରକ୍ତ ନମୁନା ସଂଗ୍ରହ କରିବା ସମୟରେ ସେ ମହିଳା ଡାକ୍ତରଙ୍କୁ ଦୁର୍ବବ୍ୟବହାର କରିବାରୁ ଅନ୍ୟଜଣେ ପୁରୁଷ ଡାକ୍ତର ସେଥିରେ ହସ୍ତକ୍ଷେପ କରିଥିଲେ। ହେଲେ ରୋଗୀ ଜଣଙ୍କ ପୁରୁଷ ଡାକ୍ତରଙ୍କୁ ମଧ୍ୟ ମାଡପିଟ କରିଥିବା କହିଛି ହସ୍ପିଟାଲ ପ୍ରଶାସନ। ତେବେ ହସ୍ପିଟାଲ ପକ୍ଷରୁ ଏନେଇ ମାନବାଧିକାର କମିଶନଙ୍କୁ ରିପୋର୍ଟ ଦିଆଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri