ହସ୍ପିଟାଲ ନିକଟରେ ବିସ୍ଫୋରଣ: ୩ ମୃତ, ୮ ଆହତ

ଇସଲାମାବାଦ,୨୧।୭: ପାକିସ୍ତାନର ଡେରା ଇସମେଲ ଖାଁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଟ୍ରମା ସେଣ୍ଟରରେ ରବିବାର ହୋଇଥିବା ଏକ ଆତ୍ମଘାତୀ ବୋମା ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୮ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ବିସ୍ଫୋରଣ ପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନ ଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri