ହସ୍ପିଟାଲ ପରିସରରେ ପଡିଛି ନବଜାତକର ମୃତଦେହ

ବଲାଙ୍ଗୀର ଅଫିସ,୧୭।୨: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗୁରୁବାର ଏକ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କିଭଳି ପରିସ୍ଥିତିରେ ନବଜାତ ଶିଶୁ ମୃତଦେହ ଏଠାରେ ପଡ଼ିଲା ତାହା ଜଣାପଡିନାହିଁ । ପୂର୍ବରୁ ମଧ୍ୟ ହସ୍ପିଟାଲ ପରିସରରେ ଏଭଳି ଘଟଣା ବହୁବାର ଦେଖିବାକୁ ମିଳିଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?