ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ

କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ, ଗୃହସଚିବ, ଡିଜିପି, ନୟାଗଡ ଜିଲାପାଳ, ଏସ୍‌ପି ଓ ଆଇଆଇସିଙ୍କୁ ପକ୍ଷଭୁକ୍ତ କରିଛନ୍ତି। ସୌମ୍ୟ ପିଟିଶନରେ ଦର୍ଶାଇଛନ୍ତି, ନୟାଗଡ ଜିଲାର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଏକ ଅଡିଓ ଟେପ୍‌ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏଥିରେ ସୌମ୍ୟ ଓ ମନ୍ତ୍ରୀ ସାହୁଙ୍କ ମଧ୍ୟରେ କିଛି କଥୋପକଥନ ଥିଲା। ଏହି ଅଡିଓ ପାଇଁ ତାଙ୍କ ପାଖକୁ ଅନେକ ସମୟରେ ଧମକପୂର୍ଣ୍ଣ ଫୋନ କଲ୍‌ ଆସିଛି ା ଏହାକୁ ନେଇ ସେ ଓ ତାଙ୍କ ପରିବାର ଲୋକଙ୍କ ଜୀବନ ପ୍ରତି ବିପଦ ଥିବା ପିଟିଶନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri