ହାଇକୋର୍ଟ ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ପ୍ରସଙ୍ଗ: ୧ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ

କଟକ ଅଫିସ,୨୨ା୧୦: ହାଇକୋର୍ଟ ସମେତ ରାଜ୍ୟର ବିଭିନ୍ନ ଅଦାଲତରେ ରହିଥିବା ସମସ୍ୟାର ସମାଧାନ ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ପୂର୍ବରୁ ଆସୋସିଏଶନ ପକ୍ଷରୁ କେବଳ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ କରାଯାଇଥିବାବେଳେ ଗତ ୧୪ରେ ସବୁ ଖଣ୍ଡପୀଠଙ୍କ ଅଦାଲତକୁ ବର୍ଜନ କରାଯାଇଥିଲା। ଏହାକୁ ନେଇ ହାଇକୋର୍ଟ ପକ୍ଷରୁ ଅଦାଲତ ଅବମାନନା ମାମଲା ଚାଲୁ ରହିଥିବାବେଳେ ସୋମବାର ବାର୍‌ ଆସୋସିଏଶନର ପୁନର୍ବାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ନଭେମ୍ବର ୧ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ କଟକ ଓ ଏହାର ଆଖପାଖ ଅଞ୍ଚଳରେ ରହିଥିବା ବିଭିନ୍ନ ବାର୍‌ ଆସୋସିଏଶନର ସଭାପତି, ସମ୍ପାଦକ ଏବଂ ଷ୍ଟିଅରିଂ କମିଟିର ସଦସ୍ୟମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଭେଟିବା ଲାଗି ଆଲୋଚନା ହେବ ବୋଲି ହାଇକୋର୍ଟ ବାର୍‌ ଆସୋସିଏଶନ ସମ୍ପାଦକ ସଞ୍ଜୟ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri