ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ସୁପାରିଶ

କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ସେ ଗତ ନଭେମ୍ବରରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ। ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବିଚାରପତି ପଦବୀ ଖାଲି ପଡ଼ିଛି। ଜଷ୍ଟିସ ସଞ୍ଜୁ ପଣ୍ଡା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅଛନ୍ତି। ଏହାପୂର୍ବରୁ ବମ୍ବେ ହାଇକୋର୍ଟର ବିଚାରପତି ଜଷ୍ଟିସ ସତ୍ୟରଞ୍ଜନ ଧର୍ମାଧିକାରୀଙ୍କ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଥିଲା। କିନ୍ତୁ ସେ ଓଡିଶା ଆସିବାକୁ ଅନିଚ୍ଛା ପ୍ରକାଶ କରି ଚାକିରିରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri