Posted inଜାତୀୟ

ହାଇଦାବ୍ରାଦ୍‌ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପିତା କହିଲେ, ମୋ ଝିଅକୁ ଏବେ ମିଳିବ ଶାନ୍ତି

ହାଇଦ୍ରାବାଦ,୬।୧୨: ସାରା ଦେଶକୁ ଦୋହଲାଇ ଦେଇଥିବା ହାଇଦରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କର ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଏହାକୁ ନେଇ ହାଇଦ୍ରାବାଦ୍‌ ପୋଲିସକୁ ପ୍ରଶଂସା କରିଛନ୍ତି ମୃତ ଡାକ୍ତରାଣୀଙ୍କ ବାପା। ସେ କହିଛନ୍ତି, ଏହାଦ୍ୱାରା ମୋ ଝିଅକୁ ଶାନ୍ତି ମିଳିବ। ମୃତକଙ୍କ ମା’ ଏବଂ ଭଉଣୀ ମଧ୍ୟ କୋହଭରା କଣ୍ଠରେ କହିଛନ୍ତି, ଏବେ ଶୀଘ୍ର ଦୋଷୀକୁ ଦଣ୍ଡ ମିଳିଥିବାରୁ ଆମେ ଖୁସି। ମୋ ଝିଅ ମଧ୍ୟରେ ଏହା ଦେଖି ନିଶ୍ଚୟ ଖୁସି ହେଉଥିବା ବୋଲି ସେମାନେ କହିଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ଶାମସାବାଦଠାରେ ମହିଳା ଡାକ୍ତରଙ୍କୁ ୪ ଜଣ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁ ନାମ ଯୁବକ ସାହାଯ୍ୟ କରିବା ନାଁରେ ଗଣବଳାତ୍କାର କରିବା ପରେ ପୋଡି ମାରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର? ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri