‘ହାଉସଫୁଲ୍‌-୪’ର ପ୍ରଥମ ପୋଷ୍ଟର ରିଲିଜ

ମୁମ୍ବାଇ: ସବୁ ଚଳଚ୍ଚିତ୍ରରେ ଦର୍ଶକଙ୍କୁ ମନୋରଞ୍ଜନର ଶତ ପ୍ରତିଶତ ଗ୍ୟାରେଣ୍ଟି ଦେଇଥାନ୍ତି ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର। ସ୍ପଳ୍ପ ବଜେଟ୍‌ରେ ନିର୍ମାଣ ହୋଇଥିବା ଫିଲ୍ମଗୁଡ଼ିକ ମଧ୍ୟ ସୁପରହିଟ୍‌ ହୋଇଥାଏ। ଅନେକ ସମୟରେ ବାସ୍ତବଧର୍ମୀ ତ କେବେ କମେଡି ଫିଲ୍ମ କରି ବାହାବାଃ ସାଉଟୁଥିବା ଅକ୍ଷୟଙ୍କ ଆଗାମୀ ଫିଲ୍ମ ‘ହାଉସ୍‌ଫୁଲ-୪’ର ପୋଷ୍ଟର ରିଲିଜ ହୋଇଛି। ପୁର୍ନଜନ୍ମ ଉପରେ ଆଧାରିତ ଏହି ଫିଲ୍ମଟି ଦୀପାବଳୀରେ ପରଦାକୁ ଆସିବ।

ନିଜର ଟୁଇଟର ପୃଷ୍ଠାରେ ଅକ୍ଷୟ ଏ ନେଇ ସୂଚନା ଦେଇଛନ୍ତି। ପୋଷ୍ଟରକୁ ଶେୟାର କରି ଅକ୍ଷୟ ଲେଖିଛନ୍ତି, ୧୪୧୯ର ରାଜକୁମାର ବାଲା ଏବଂ ୨୦୧୯ର ଲଣ୍ଡନ ଫେରନ୍ତା ହୈରୀଙ୍କୁ ଭେଟନ୍ତୁ। ପାଗଳପଣ ଏବଂ କନ୍‌ଫ୍ୟୁଜନ୍‌ର ଧମାକା। ସେପ୍ଟେମ୍ବର ୨୭ରେ ଏହାର ଟ୍ରେଲର ରିଲିଜ ହେବ।

ତେବେ ଗତ କିଛି ଦିନ ତଳେ ଅକ୍ଷୟଙ୍କ ପ୍ରଶଂସକମାନେ ଟୁଇଟରରେ #wewanthousefull୪poster ଲେଖି ମଜାଦାର ମେମ୍‌ ଶେୟାର କରୁଥିଲେ। ଏହାକୁ ଦୃଷ୍ଟିରେ ରଖି ବୁଧବାର ପୋଷ୍ଟରକୁ ରିଲିଜ କରାଯାଇଛି। ଏଥିରୁ ଅକ୍ଷୟଙ୍କୁ ଫିଲ୍ମରେ ଦୁଇଟି ଭୂମିକାରେ ଦେଖିବାକୁ ମିଳିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri