ଗୋପ,୨୪।୩(ଡି.ଏନ୍.ଏ): କରୋନା ସଂକ୍ରମଣ ରୋକିବା ଲାଗି ସରକାର ସାମାଜିକ ଦୂରତ୍ୱ ରକ୍ଷା କରୁଥିବାବେଳେ ଜିଲାପାଳଙ୍କ ନିର୍ଦ୍ଦେଶରେ ଗୋପ ବ୍ଲକ୍ର କେତେକ ହାଟକୁ ୧୪୪ ଧାରା ଜାରି କରାଯାଇଛି। ଏହାସତ୍ତ୍ୱେ ସୋମବାର ସ୍ଥାନୀୟ ନାଗପୁର ହାଟ ଚାଲିବା ନେଇ ଅଭିଯୋଗ ଆସିବା ପରେ ପୋଲିସ୍ ପ୍ରଶାସନ ପକ୍ଷରୁ ଏହାକୁ ବନ୍ଦ କରି ଦିଆଯାଇଥିଲା। ମାତ୍ର ଏହି ହାଟକୁ ବିଭିନ୍ନ ପ୍ରକାର ପନିପରିବା ନେଇ ଆସିଥିବା ଶତାଧିକ ଚାଷୀ ହାଟ ବନ୍ଦ ଯୋଗୁ ନାଗପୁର ବଜାରର ଦୁଇ ରାସ୍ତାକଡ଼ରେ ବସି ବିକ୍ରି କରିଥିଲେ। ଏହାକୁ ନେଇ କିଛି ସମୟ ଲାଗି ନାଗପୁର ହାଟରେ ଉତ୍ତେଜନା ଦେଖାଯାଇଥିଲା। କିନ୍ତୁ ଚାଷୀମାନେ ପ୍ରଶାସନର ଏପରି ନିର୍ଦ୍ଦେଶ ପରେ ଆମ ପରିବାର କିଭଳି ଚଳିବ କହି ହୋହଲ୍ଲା କରି ବସି ରହିଥିଲେ। ଖବରପାଇ ଗୋପ ବ୍ଲକ୍ ବିଡିଓ ଦୀପ୍ତିରାଣୀ ଦାସ, ଥାନାଧିକାରୀ ସୁଧୀର କୁମାର ସାହୁ ପୋଲିସ୍ ଫୋର୍ସ ସହ ହାଟରେ ପହଞ୍ଚତ୍ ଚାଷୀମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
Posted inଆମ ଜିଲା ଖବର, ପୁରୀ View All
ବାପାଙ୍କୁ ମେଡିକାଲରେ ଭର୍ତ୍ତି କରି ଘରକୁ ଫେରିବାବେଳେ କାର୍ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ
ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ…
ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….
ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…
ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା
ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…
କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି
ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…
କଟକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା
କଟକ,୧ା୬: ପ୍ରେସ୍ ଛକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…
ବରଗଡ଼ ଆସୁଛନ୍ତି ଓଏସସିପିସିଆର୍ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…
ରାଜପଥରେ ଲୁଟ୍ପାଟ୍: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍ ଭେସେଲ୍) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…
ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…
ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…
Archives

