ହାଡ଼ ମଜଭୁତ କରେ ଛତୁ

ମଶରୁମ୍‌ ବା ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ମଶରୁମ୍‌କୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍‌କୁ ଖାଇଲେ କେଉଁ ପ୍ରକାର ଉପକାର ମିଳିଥାଏ। ମଶରୁମ୍‌ ଖାଇବା ଦ୍ୱାରା ଶରୀରକୁ ଭରପୂର ମାତ୍ରାରେ ଆଣ୍ଟିଅକ୍ସିଡ଼ାଣ୍ଟ ମିଳିଥାଏ। ମଶରୁମ୍‌ ବୟସ ବୃଦ୍ଧି ହେବା ଲକ୍ଷଣକୁ କମ୍‌ କରିଥାଏ ଓ ସ୍କିନ୍‌କୁ ମଧ୍ୟ ଆବଶ୍ୟକ ପୋଷକ ଦେଇଥାଏ। ମଶରୁମ୍‌କୁ ନିୟମିତ ଖାଦ୍ୟରେ ସାମିଲ କରନ୍ତୁ କାରଣ ଏହା ରୋଗ ପ୍ରତିରୋଧକ କ୍ଷମତାର ବିକାଶ କରାଇଥାଏ। ଏହାଦ୍ୱାରା ଥଣ୍ଡା, କାଶ ପରି ସମସ୍ୟା ଜଲଦି ହୁଏ ନାହିଁ। ମଶରୁମ୍‌ରେ ଭିଟାମିନ ଡି ପର୍ଯ୍ୟାପ୍ତ ମାତ୍ରାରେ ଥାଏ ଯାହାଦ୍ୱାରା ଶରୀରର ହାଡ଼ ମଜଭୂତ ହୋଇଥାଏ ଓ ୨୦ ପ୍ରତିଶତ ଭିଟାମିନ୍‌ର ଆବଶ୍ୟକତାକୁ ପୂରା କରିଥାଏ। ମଶରୁମ୍‌ରେ ଥିବା ବିଟା ଗ୍ଲୁକେନ୍‌, କୋଲେଷ୍ଟ୍ରୋଲ୍‌ କମ୍‌ କରିଥାଏ ଓ ଏହା ସହିତ ହୃଦୟକୁ ମଧ୍ୟ ସୁସ୍ଥ ରଖିଥାଏ। ଟାଇପ୍‌-୨ ଡାଇବେଟିସ୍‌ର ବିପଦରୁ ମଧ୍ୟ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri