ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର ୨୦୦ଗ୍ରାମ୍‌, ଘଷା ହୋଇଥିବା ଅଦା ଅଳ୍ପ, ହଳଦୀ ଅଧା ଚାମଚ, ଲାଲ୍‌ ଲଙ୍କାଗୁଣ୍ଡ ଅଧାଚାମଚ, ଗରମ ମସଲା ଅଧା ଛୋଟ ଚାମଚ, ଟମାଟୋ ଦୁଇଟି, ଗୋଲମରିଚ ଗୁଣ୍ଡ ଅଳ୍ପ ପରିମାଣର, ଛୋଟ ଆକାରରେ କଟା ହୋଇଥିବା ତିନୋଟି ପିଆଜ, ଦହି ଅଧା ଚାମଚ, ପାଣି ଅଧା କପ୍‌, ତେଲ ଆବଶ୍ୟକ ଅନୁସାରେ ଏବଂ ଲୁଣ ସ୍ବାଦ ଅନୁସାରେ। ପ୍ରସ୍ତୁତି ପ୍ରଣାଳୀ:ପ୍ରଥମେ ଏକ ହାଣ୍ଡି ନିଅନ୍ତୁ। ତାକୁ ଗ୍ୟାସ୍‌ ଚୁଲାରେ ବସାଇ ଗରମ ହେବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ। ଏହା ଗରମ ହୋଇଗଲା ପରେ ତେଲ ପକାନ୍ତୁ। ତେଲ ଗରମ ହୋଇଗଲେ ସେଥିରେ କଟା ପିଆଜ ପକାନ୍ତୁ। ଏହାପରେ ଅଦା, ହଳଦୀ ପାଉଡର, ଲଙ୍କାଗୁଣ୍ଡ, ଗରମ ମସଲା ପକାନ୍ତୁ। ଅଳ୍ପ କଷି ହୋଇଗଲା ପରେ ସେଥିରେ ଟମାଟୋ ଓ କଞ୍ଚାଲଙ୍କା ପକାନ୍ତୁ। ଏହାପରେ ଦହି ପକାନ୍ତୁ। ଯେପର୍ଯ୍ୟନ୍ତ ସେଥିରୁ ପାଣି ନ ମରିଛି ସେପର୍ଯ୍ୟନ୍ତ ଗ୍ୟାସ୍‌ ଚଲାଉଥାନ୍ତୁ। ପାଣି ମରିଗଲେ ସେଥିରେ ଲୁଣ ଓ ପାଣି ଦେଇ ଫୁଟିବା ପର୍ଯ୍ୟନ୍ତ ଛାଡ଼ିଦିଅନ୍ତୁ। ଏବେ ପନିରକୁ ଏଥିରେ ପକାଇ ଦିଅନ୍ତୁ। ଏହାପରେ ଧନିଆପତ୍ର ପକାନ୍ତୁ। ଶେଷରେ ଗୋଲମରିଚ ଗୁଣ୍ଡ ପକାଇ ଗ୍ୟାସ୍‌ ବନ୍ଦ କରିଦିଅନ୍ତୁ। ଏବେ ଆପଣଙ୍କ ହାଣ୍ଡି ପନିର ପ୍ରସ୍ତୁତ ହୋଇଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri