ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର (୨୦୦ଗ୍ରାମ୍‌), ଅଳ୍ପ ପରିମାଣର ଅଦା(ଘସା ହୋଇଥିବା), ହଳଦୀଗୁଣ୍ଡ (ଅଧା ଚାମଚ), ଗରମ ମସଲା (ଅଧା ଚାମଚ), ଟମାଟୋ (ଗୋଟିଏ), ଗୋଲମରିଚ ଗୁଣ୍ଡ (ଅଳ୍ପ ପରିମାଣର), ୩ଟି ଛୋଟ ଆକାରରେ କଟା ହୋଇଥିବା ପିଆଜ, ଦହି (ଅଧାକପ୍‌), ଛୋଟ ଆକାରରେ କଟା ହୋଇଥିବା ଧନିଆ ପତ୍ର, ଅଧାକପ ପାଣି, ଆବଶ୍ୟକତା ଅନୁସାରେ ତେଲ ଏବଂ ସ୍ବାଦ ଅନୁସାରେ ଲୁଣ ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗ୍ୟାସ୍‌ ଲଗାଇ ହାଣ୍ଡିରେ ତେଲ ଗରମ କରନ୍ତୁ। ତେଲ ତାତିଲା ପରେ ଏଥିରେ କଟା ହୋଇଥିବା ପିଆଜ ପକାଇ ଦିଅନ୍ତୁ। ଏହାପରେ ଏହାକୁ ନାଲି ହେବାକୁ ଛାଡ଼ି ଦିଅନ୍ତୁ। ପରେ ଏଥିରେ ଅଦା,ହଳଦୀଗୁଣ୍ଡ, ଲାଲ୍‌ ଲଙ୍କାଗୁଣ୍ଡ,ଗରମ ମସଲା ପକାନ୍ତୁ। କିଛି ସମୟ କଷିଲା ପରେ ଏଥିରେ ଟମାଟୋ,କଞ୍ଚାଲଙ୍କା ପକାନ୍ତୁ। ପୁଣି ଏଥିରେ ଦହି ପକାନ୍ତୁ ଓ ଏଥିରୁ ପାଣି ଶୁଖିଲା ପର୍ଯ୍ୟନ୍ତ ଚଲାନ୍ତୁ। ଏହାପରେ ଏଥିରେ ଲୁଣ ଓ ପାଣି ପକାଇ ଫୁଟିବାକୁ ଛାଡି ଦିଅନ୍ତୁ। ଏବେ ପନିର ପକାଇ ତାକୁ ମିଶାଇ ଦିଅନ୍ତୁ। ଏହାପରେ ଧନିଆଁ ପତ୍ର ପକାନ୍ତୁ। ସର୍ବଶେଷରେ ଗୋଲମରିଚ ଗୁଣ୍ଡ ପକାନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କ ହାଣ୍ଡି ପନୀର।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୩୦ରୁ ବନ୍ଦ ହୋଇଯିବ କାଗଜ ନୋଟ୍‌! RBI ଆଣିବ ପ୍ଲାଷ୍ଟିକ୍‌ ନୋଟ୍‌… ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍‌ଲୀ,୧୧।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ବିଷୟରେ ବିଭିନ୍ନ ଖବର ପ୍ରସାରିତ ହେଉଛି। RBI ଖୁବ ଶୀଘ୍ର ଭାରତରେ କାଗଜ ନୋଟ ଉପରେ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri