Posted inଖେଳ

ହାତରେ ଓଡ଼ିଆ ଟାଟୁ କରି ଚର୍ଚ୍ଚାରେ ଥିଲେ ଭାରତର ପ୍ରସିଦ୍ଧ ଅଲରାଉଣ୍ଡର

ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସବୁବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ନିଜ ଗର୍ଲଫ୍ରେଣ୍ଡ୍‌ ପାଇଁ ତ ଆଉ କେତେବେଳେ ନିଜ ଫ୍ୟାଶନ୍‌ ଷ୍ଟାଇଲ୍‌ ପାଇଁ। ମଝିରେ ସେ ନିଜ ଟାଟୁ ପାଇଁ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥିଲେ। ପାଣ୍ଡ୍ୟା ନିଜ ହାତରେ ୧୬ଟି ଭାଷାରେ ଟାଟୁ କରି ନିଜ ନାଁ ଲେଖିଥିଲେ। ବର୍ତ୍ତମାନ ହାତରେ ନିଜ ନାମର ଟାଟୁ ଦେଖାଇ ଚର୍ଚ୍ଚାକୁ ଆସିଥିଲେ ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଟାଟୁରେ ୧୬ଟି ଭାଷାରେ ‘ହାର୍ଦ୍ଦିକ’ ବୋଲି ଲେଖିଛନ୍ତି ସେ। ସବୁବେଳେ ନିଜ ଷ୍ଟାଇଲିସ ଅନ୍ଦାଜ ପାଇଁ ସେ ଫ୍ୟାନ୍‌ଙ୍କ ହୃଦୟ ଜିଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri