ହାତରେ ମେହେନ୍ଦି ଲଗାଉଥିଲେ…

ହାତରେ ମେହେନ୍ଦି ଲଗାଇବାକୁ ପ୍ରତ୍ୟେକ ଯୁବତୀ ଭଲ ପାଆନ୍ତି। କିନ୍ତୁ ସମସ୍ତଙ୍କ ହାତରେ ଏହାର ରଙ୍ଗ ଗାଢ଼ ଆସେ ନାହିଁ। ଏହାର ରଙ୍ଗ ଗାଢ଼ କରିବାକୁ ଚାହୁଁଥିଲେ ଜାଣନ୍ତୁ କିଛି ଟିପ୍ସ…- ମେହେନ୍ଦି ଲଗାଇବା ପୂର୍ବରୁ ହାତକୁ ଭଲଭାବେ ଧୋଇଦିଅନ୍ତୁ। ଏହାପରେ ଆଷ୍ଟ୍ରିଜେଣ୍ଟ୍‌ କିମ୍ବା ଟୋନର ଲଗାଇ ସଫାକରନ୍ତୁ।
– ବର୍ତ୍ତମାନ ହାତରେ ମେହେନ୍ଦି ତେଲ ଲଗାନ୍ତୁ।
– ମେହେନ୍ଦି ଲଗାଇବା ପରେ ଅତିକମ୍‌ରେ ଏହାକୁ ୪-୫ ଘଣ୍ଟା ହାତରେ ଶୁଖିବାକୁ ଦିଅନ୍ତୁ। ରାତିରେ ହିଁ ହାତରେ ମେହେନ୍ଦି ଲଗାନ୍ତୁ। ସକାଳେ ଉଠି ଦେଖିବେ ଭଲ ଭାବେ ଶୁଖି ଗାଢ଼ ରଙ୍ଗ ହୋଇଥିବ।
– ମେହେନ୍ଦି ଲଗାଇବାର କିଛି ସମୟ ପରେ ତାହା ଅଳ୍ପ ଶୁଖିଗଲେ ତା’ ଉପରେ ଲେମ୍ବୁରସ ଏବଂ ଚିନିର ମିଶ୍ରଣକୁ ତୁଳା ସାହାଯ୍ୟରେ ଲଗାନ୍ତୁ। ମେହେନ୍ଦି ଛଡ଼ାଇବା ପର୍ଯ୍ୟନ୍ତ ମଝିରେ ମଝିରେ ଏହାର ମିଶ୍ରଣକୁ ଲଗାଇବାକୁ ଭୁଲନ୍ତୁ ନାହିଁ।
– ମେହେନ୍ଦି ସମ୍ପୂର୍ଣ୍ଣ ଶୁଖିଯିବା ପରେ ଏହାକୁ ହ୍ୟାଣ୍ଡ୍‌ଓ୍ବାଶ କିମ୍ବା ସାବୁନରେ ଧୁଅନ୍ତୁ ନାହିଁ। ପାଣି ମଧ୍ୟ ବ୍ୟବହାର ନ କରି ଦୁଇ ହାତରେ ଧୀରେ ଧୀରେ ଘଷି ଛଡ଼ାଇବା ଭଲ।
– ବର୍ତ୍ତମାନ ଏକ ତାଓ୍ବା ଗରମ କରି ସେଥିରେ ୫-୬ଟି ଲବଙ୍ଗ ରଖନ୍ତୁ। ସେଥିରୁ ନିର୍ଗତ ଧୂଆଁରେ ହାତ ଦେଖାନ୍ତୁ। ଏହା ମେହେନ୍ଦିର ରଙ୍ଗକୁ ଗାଢ଼ କରିବାରେ ବେଶ୍‌ ସହାୟକ ହୁଏ।
– ଏହାପରେ ହାତରେ ସୋରିଷ ତେଲ ଲଗାଇବାକୁ ଆଦୌ ଭୁଲନ୍ତୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri