ହାତରେ ରହୁନାହିଁ କି ଟଙ୍କା…

ଟଙ୍କା ସଞ୍ଚୟ କରିବା ମଧ୍ୟ ଏକ କଳା, ଏହି ଗୁଣ ପ୍ରାୟ ସମସ୍ତଙ୍କ ପାଖରେ ନ ଥାଏ। ଅଧିକାଂଶ ଲୋକ ଏହା କହିଥାନ୍ତି ଯେ, ଟଙ୍କା ସେମାନଙ୍କ ହାତକୁ ଆସିଲେ ମଧ୍ୟ ସେ ତାକୁ ରଖିପାରୁ ନାହାନ୍ତି। ଯଦି ଆପଣଙ୍କ ପାଖରେ ଟଙ୍କା ନାହିଁ, ତେବେ ଭବିଷ୍ୟତକୁ କୌଣସି ଯୋଜନା କରିବାକୁ ମଧ୍ୟ ଆପଣ ସକ୍ଷମ ହୋଇପାରିବେ ନାହିଁ । କିମ୍ବା ଭବିଷ୍ୟତରେ ସଞ୍ଚୟ କରିବାକୁ ଅସମର୍ଥ ହେବେ।

ଯଦି ଆପଣଙ୍କ ସମସ୍ତ ଟଙ୍କା ମାସ ଶେଷକୁ ଖର୍ଚ୍ଚ ହୋଇଯାଉଛି , ତେବେ ଏପରି କିଛି ଉପାୟ ଅଛି ଯାହାକୁ ଗ୍ରହଣ କରି ଟଙ୍କା ସଞ୍ଚୟ କରିପାରିବେ। ଜାଣନ୍ତୁ ସେ ସମ୍ପର୍କରେ

ଖର୍ଚ୍ଚର ତାଲିକା ପ୍ରସ୍ତୁତ

ଛୋଟରୁ ଅତି ଛୋଟ ଖର୍ଚ୍ଚର ମଧ୍ୟ ତାଲିକା ପ୍ରସ୍ତୁତ କରନ୍ତୁ। ଏହା ଆୟ ଓ ବ୍ୟୟ ମଧ୍ୟରେ ସନ୍ତୁଳନ ରକ୍ଷା କରିପାରିବ। ଏପରି କରିବା ଦ୍ୱାରା ଟଙ୍କା ବଞ୍ଚିଥାଏ।

କ୍ରେଡିଟ କାର୍ଡ ଖର୍ଚ୍ଚ ନିୟନ୍ତ୍ରଣ

କିଛିଲୋକ ଯେକୌଣସି ଖର୍ଚ୍ଚ ପାଇଁ କେବଳ କ୍ରେଡିଟ କାର୍ଡ ଉପରେ ନିର୍ଭର କରନ୍ତି, ଯାହା ଏକ ଖରାପ ଅଭ୍ୟାସ। କ୍ରେଡିଟ କାର୍ଡରେ ସେତିକି ପରିମାଣର ଖର୍ଚ୍ଚ କରନ୍ତୁ ଯେପରି ଆପଣଙ୍କର ବ୍ୟାଙ୍କ ଆକାଉଣ୍ଟରେ ଅଛି।

କରଜ ରଖନ୍ତୁ ନାହିଁ

କୌଣସି ପ୍ରକାର ଋଣ ନିଅନ୍ତୁ ନାହିଁ ଯଦି ଋଣ ନେଇଛନ୍ତି ତେବେ ଯଥା ଶୀଘ୍ର ପରିଶୋଧ କରିବାକୁ ଚେଷ୍ଟା କରନ୍ତୁ। ଯଦି କେଉଁଠାରୁ ବି ଅଧିକ ଟଙ୍କା ଆସୁଛି ସେହି ସମୟରେ ଅନ୍ୟ କିଛି ଭାବିବା ପୂର୍ବରୁ କରଜରେ ଆଣିଥିବା ଟଙ୍କା ଶୁଝନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri