ହାତର ଶୋଭା ବଢ଼ାଏ ଷ୍ଟାଇଲିଶ୍‌ ରିଙ୍ଗ୍‌

ସୁନ୍ଦର ଦେଖାଯିବାକୁ କିଏ ବା ଇଚ୍ଛା ନ କରେ? ଯୁବତୀ ହୁଅନ୍ତୁ କି ମହିଳା ସମସ୍ତେ ମେକ୍‌ଅପ୍‌ ସହିତ ଶୃଙ୍ଗାର କରିଥାନ୍ତି। ଖାସ୍‌କରି ଯୁବତୀମାନେ ଶୃଙ୍ଗାରକୁ ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଆସେସରିଜ୍‌ ବ୍ୟବହାର କରିଥାନ୍ତି। ଏଥିପାଇଁ କେତେକ ବିଷୟ ପ୍ରତି ନଜର ଦେବାକୁ ପଡ଼ିଥାଏ। ସେ ବିଷୟରେ ଟିପ୍ସ…

ନେଲ ରିଙ୍ଗ୍ସ: ହାତରେ କିଛି ନୂଆ ଦେଖାଯିବାକୁ ଚାହୁଁଥିଲେ ବଜାରରେ ନେଲ ରିଙ୍ଗ୍‌ର ବହୁତ ପ୍ରଚଳନ ହେଉଛି। ଯେଉଁମାନଙ୍କର ନେଲ୍‌ଆର୍ଟ କରିବା ପସନ୍ଦ ସେମାନେ ଏହାକୁ ବ୍ୟବହାର କରିପାରିବେ।
ଫକି ରିଙ୍ଗ୍ସ : ଓ୍ବେଷ୍ଟର୍ନ ଡ୍ରେସ୍‌ ପିନ୍ଧୁଥିବା ଝିଅମାନଙ୍କୁ ଏହି ରିଙ୍ଗ୍‌ ଭଲ ମାନିଥାଏ। କାରଣ ଏଭଳି ଡ୍ରେସ୍‌ ସହ ଏହି ରିଙ୍ଗ୍‌ ମ୍ୟାଚ୍‌ କରିଥାଏ।
ଡାଇମଣ୍ଡ ରିଙ୍ଗ୍ସ: ଡାଇମଣ୍ଡ ରିଙ୍ଗ ସବୁପ୍ରକାର ପରିଧାନ ସହ ମାନିଥାଏ। ଏହି ରିଙ୍ଗ୍‌ର ପ୍ରଚଳନ ସବୁବେଳେ ରହିଛି। ଆଜିକାଲି ଅଧିକାଂଶ ମହିଳା ଏହାକୁ ପିନ୍ଧିବାକୁ ପସନ୍ଦ କରୁଛନ୍ତି।
ବ୍ରେସ୍‌ଲେଟ୍‌ ଥିବା ରିଙ୍ଗ୍‌: ଆଜିକାଲି ବଜାରରେ ବ୍ରେସଲେଟ୍‌ ଥିବା ରିଙ୍ଗ୍ସ ମିଳୁଛି। ଏହା ଆଙ୍ଗୁଠିରୁ ବାହାରି ପାପୁଲିକୁ ମଧ୍ୟ କଭର କରିଥାଏ, ଯାହା ଦ୍ୱାରା ଆଙ୍ଗୁଠି ସୁନ୍ଦର ଦେଖାଯିବା ସହ ପାପୁଲି ମଧ୍ୟ ସୁନ୍ଦର ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri