ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରୁଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ଏବଂ ବର୍ତ୍ତମାନ ଧାନ ପାଚିବା ସମୟ ହୋଇଥିବାରୁ ହାତୀମାନେ ୨ଟି ଦଳରେ ଆସି ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ଅଞ୍ଚଳରେ ବ୍ୟାପକ କ୍ଷତି ଘଟାଉଛନ୍ତି। ବନ ବିଭାଗ ରେଞ୍ଜ ଅଫିସରଙ୍କ କହିବା ଅନୁଯାୟୀ ଏହା ଉପରେ ଦୃଷ୍ଟି ରଖାଯିବା ସହ ହାତୀମାନଙ୍କୁ ଜଙ୍ଗଲ ମଧ୍ୟକୁ ଘଉଡାଇବା ପାଇଁ ଚେଷ୍ଟା ଜାରି ରହିଛି। କ୍ଷୟକ୍ଷତି ଆକଳନ ପରେ ସରକାରଙ୍କୁ ଜଣାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri