ହାତୀ ଆକ୍ରମଣରେ ଆହତ ଯୁବତୀଙ୍କ ମୃତ୍ୟୁ

ଠାକୁରମୁଣ୍ଡା,୧୧ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ଚାଞ୍ଚବଣି ଗ୍ରାମରେ ଗତ ୧ ତାରିଖରେ ହାତୀ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବତୀ ହେଲେ କେଶବ ନାଏକଙ୍କ ଝିଅ ଲୀଳାବତୀ ।
ସୂଚନା ଅନୁଯାୟୀ, ବାପ ଝିଅ କରଞ୍ଜିଆ ବଜାରରୁ ଜିନିଷ କିଣି ଘରକୁ ଚାଲି ଚାଲି ଫେରୁଥିବା ସମୟରେ ଅପରାହ୍ନ ୪ ଟା ସମୟରେ କୁରୁଳିଆ ଜଙ୍ଗଲରେ ଥିବା ୨୨ଟିକିଆ ହାତୀ ପଲ ରାସ୍ତା ଉପରକୁ ଚାଲି ଆସିଥିଲେ। ହାତୀ ଦେଖି ବାପ ଝିଅ ଦୌଡ଼ିବା ସମୟରେ ଲୀଳାବତୀ ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ଗୋଟିଏ ହାତୀ ଆସି ତାଙ୍କୁ ପାଦରେ ଚାପି ଦେଇଥିଲା। ଘଟଣାସ୍ଥଳରୁ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କରଞ୍ଜିଆ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri