ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର,୨।୧୨(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବନଖଣ୍ଡ ମହୁଲମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ସେହି ଗ୍ରାମର ସୁନୀଲ ଏକ୍କା (୪୫) ସୋମବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଫଳରେ ହାତୀଟି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ବନ ବିଭାଗ ଓ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri