ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ଲୋଇସିଂହା,୨୯।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ସୋମବାର ସକାଳେ ମୃତ୍ୟୁ ଘଟଛି l ମୃତ ଚାଷୀ ଜଣଙ୍କ ହେଲେ ଗୋପାଳ ପୋଢ଼(୪୮)l ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି l ଉତ୍ତେଜିତ ଲୋକଙ୍କ ଆକ୍ରମଣରେ ଜଣେ ବନ କର୍ମଚାରୀ ଆହତ ହୋଇଛନ୍ତି।
ସୂଚନାନୁସାରେ, ଗତ କିଛି ଦିନ ହେଲା ଉକ୍ତ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ଧାନ ଫସଲ ନଷ୍ଟ ହେଉଛି l ରବିବାର ରାତିରେ ହାତୀପଲ ବୁର୍ଡ଼l, ଲୁହୁରାପାଲି, ଯୋଗିସର୍ଡl ଅଞ୍ଚଳରେ ଉପଦ୍ରବ ମଚାଇ ଭାଲୁପାଲି ନିକଟସ୍ଥ ରମାଇ ପାହାଡ଼କୁ ଫେରୁଥଲେ l ସକାଳ ସାଢେ ୬ଟା ସମୟରେ ଗୋପାଳ ତାଙ୍କ ଝାଙ୍କର ବାହାଲି ସ୍ଥିତ ଖେତରେ ଭିରା ହୋଇଥିବା ଧାନ ଦେଖିବାକୁ ଯାଇ ହାତୀ ପଲ ହାବୁଡ଼ରେ ପଡି ଯାଇଥିଲେ l ଏକ ମାଈହାତୀ ଗୋପାଳଙ୍କୁ ଦଳି କଚାଡି ଶରୀର ଦୁଇ ଖଣ୍ଡ କରି ମାରିଦେଇଥିଲା l ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଯାଇ ବନ ବିଭାଗର ଅବହେଳା ଯୋଗ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri