ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

କେନ୍ଦୁଝର,୧୪ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଇଯୋଡ଼ା ଗ୍ରାମରେ ସୋମବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୁଗୁନୁ ମୁଣ୍ଡା। ସେ ପାଖ ଜଙ୍ଗଲକୁ କାଠ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡବିଲ ମେଡିକାଲ ପଠାଇଛି ା ଉକ୍ତ ଜଙ୍ଗଲରେ ୧୦ଟି ହାତୀ ଥିବା ଫରେଷ୍ଟର ଜତିନ୍ଦ୍ର ସାହୁ କହିଛନ୍ତି। ଗତ କିଛି ଦିନ ହେଲା ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଛି। ବହୁ କଷ୍ଟରେ ପାଣି ମଡ଼ାଇ ଧାନ ଫସଲ କରିଥିବା ଲୋକଙ୍କ ଜମିରେ ହାତୀ ପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ବନ ବିଭାଗ ଘଟଣାସ୍ଥଳକୁ ଯାଇ କ୍ଷୟକ୍ଷତି ଆକଳନ କରୁ ନ ଥିବା ଗ୍ରାମର ପ୍ରଫୁଲ ମହାନ୍ତ ଅଭିଯୋଗ କରିଛନ୍ତି ା ହାତୀ ଦ୍ୱାରା କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?