ହାତୀ ଆକ୍ରମଣରେ ମହିଳା ମୃତ

ଢେଙ୍କାନାଳ  ଅଫିସ,୧।୬-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ ଗଁଦେଇ ଗ୍ରାମରେ ଶନିବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଗୋଲାପ ସାହୁ। ଖବରପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri