ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ

କପ୍ତିପଦା,୧୬ା୧୧(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ବୁଲବୁଲ ବାତ୍ୟା ପରେ ହାତୀ ଫସଲ ନଷ୍ଟ କରିବା ଘଟଣା ଚାଷୀଙ୍କ ସମସ୍ୟାକୁ ଦ୍ୱିିଗୁଣିତ କରିଛି ା ହାତୀ କ୍ଷେତରେ ପଶି ଫସଲ ଖାଇବା ସହିତ ଫସଲକୁ ମାଡିଦଳି ନଷ୍ଟ କରୁଛନ୍ତି। ବନ ବିଭାଗ ପକ୍ଷରୁ କ୍ଷୟକ୍ଷତି ସହାୟତା ପ୍ରଦାନ କରାଯାଉ ଥିଲେ ହେଁ ତାହା ସମୁଦ୍ରକୁ ଶଙ୍ଖେ ବୋଲି ଗ୍ରାମବାସୀ କହିଛନ୍ତି। ଉକ୍ତ ଗ୍ରାମର ଦେଇ ମୁର୍ମୁ ଫସଲ କ୍ଷତି ସମ୍ପର୍କରେ ଶରତ ଫରେଷ୍ଟରଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି। ବନ ବିଭାଗ ତଦନ୍ତ କରି ସହାୟତା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri