ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ

ଦେବଗଡ଼,୩୧।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବରଡାନାଳୀ ଗ୍ରାମରେ ଦୁଃଖବନ୍ଧୁ ସାହୁ(୩୭)ଙ୍କୁ ବନ ବିଭାଗ ପକ୍ଷରୁ ସୋମବାର ଗିରଫ କରାଯାଇ କୋର୍ଟ ଚାଲାଣ ହୋଇଥିଲା। ତେବେ ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ୨୬ ତାରିଖ ସକାଳେ ଗ୍ରାମର ଜଣଙ୍କ ଗୁହାଳ ପଛପଟେ ଏକ ମାଈହାତୀ ଶାବକର ମୃତଦେହ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ପରେ ସେମାନେ ପଳସମା ସେକ୍ସନର ଫରେଷ୍ଟର ଓ ରିଆମାଳ ଫରେଷ୍ଟ ରେଞ୍ଜ ଅଫିସରଙ୍କୁ ଖବର ଦେଇଥିଲେ । ଖବରପାଇ ରିଆମାଳ ରେଞ୍ଜ ଅଫିସର ଭବାନୀ ଶଙ୍କର ଦାଶ ଓ ପଳସମା ଫରେଷ୍ଟର ପ୍ରଶାନ୍ତ କୁମାର ଶତପଥୀ ଘଟଣା ସ୍ଥଳରେ ପହଞ୍ଚି ମୃତ ହାତୀ ଶାବକଟିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ମୃତଦେହ ବ୍ୟବଚ୍ଛେଦ ବେଳେ ହାତୀ ଶରୀରରୁ ୮ ଏମ୍‌.ଏମ୍‌.ସାଇଜ୍‌ର ଏକ ଗୁଳି ବାହାରିଥିଲା। ଯେଉଁଥିରେ ହାତୀଟିକୁ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଥିଲା । ଫଳରେ ବନ ବିଭାଗ ପକ୍ଷରୁ ତଦନ୍ତ କରାଯାଇ ଦୁଃଖବନ୍ଧୁ ଉକ୍ତ ହାତୀ ଶାବକଟିକୁ ଏକ ଦେଶୀ ବନ୍ଧୁକ ସାହାଯ୍ୟରେ ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri