ହାତୀ ଶାବକର ମୃତଦେହ ଠାବ

ସେରଗଡ,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍‌ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି । ଖବର ପାଇ ନର୍ଲା ବନ ବିଭାଗ, ରେଞ୍ଜର ନୃତରାଜ ମାଝି, କଳାହାଣ୍ଡି ଉତ୍ତରାଖଣ୍ଡ ବନ ବିଭାଗ ଡିଏଫ୍‌ଓ ନିତେଶ କୁମାର, ସିଇଏଫ୍‌ ବଂଶୀଧର ସ୍ବାଇଁ ଓ ଗଜାନନ ଲାଡେ, କମର୍ଦା ବନାଞ୍ଚଳ ଫରେଷ୍ଟର ନବୀନ ମାଝି, ଆଣ୍ଟି ଡିଫରେଶନ ସ୍କ୍ବାଡ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ । ସେଠାରେ ମୃତ ଶାବକକୁ ବ୍ୟବଚ୍ଛେଦ କରାଯାଇଥିଲା। ପରେ ସ୍ଥାନୀୟ ସରପଞ୍ଚ, ବନ ସୁରକ୍ଷା କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୫ ଫୁଟ୍‌ର ଗାତ ଖୋଳି ପୋତି ଦିଆଯାଇଛି। ହାତୀ ଶାବକ ମୃତାବସ୍ଥାରେ ଜନ୍ମ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ବୋଲି ନର୍ଲା ରେଞ୍ଜର ନୃତରାଜ ମାଝି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri