ହାତ ପାହାନ୍ତାରେ ସେବା ଦେବ ସଚେତକ ଆପ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)-ବର୍ତ୍ତମାନ ସମୟରେ ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ଧ୍ୟାନ ନେବା ନିହାତି ଆବଶ୍ୟକ। ଲକ୍‌ଡାଉନ୍‌ ସମୟରେ କିପରି ଘରେ ରହି ସମସ୍ତ ସେବା ହାତ ପାହାନ୍ତାରେ ଉପଲବ୍ଧ କରାଇହେବ, ସେନେଇ ବିଏମ୍‌ସି ପକ୍ଷରୁ ସଚେତକ୍‌ ଆପ୍‌ ଜାରି କରାଯାଇଛି। ଏହି ଆପରେ କୌରଣସି ଏକ ନିର୍ଦ୍ଧିଷ୍ଟ ରୋଗ ଉପରେ ଜନସାଧାରଣ ବିଶେଷଜ୍ଞଙ୍କ ମତାମତ ନେଇପାରିବେ। ଭୁବନେଶ୍ୱରରେ କରୋନାର କ’ଣ ସ୍ଥିତି ରହିଛି ଓ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହୋଇଛି, ସ୍ବାସ୍ଥ୍ୟ ପରୀକ୍ଷା ପରି ବହୁ ସେବାକୁ ଉକ୍ତ ଆପରେ ବିଏମ୍‌ସି ଉପଲବ୍ଧ କରାଇଛି। ସେହିପରି ଆପରେ ଭୁବନେଶ୍ୱର ନାଗରିକମାନେ ସେମାନଙ୍କର ମତାମତ କିମ୍ବା କୌଣସି ସମସ୍ୟା ବିଏମ୍‌ସିକୁ ଜଣାଇପାରିବେ ଓ କିଛି ପରାମର୍ଶ ଦେଇପାରିବେ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଆପ ବ୍ୟବହାର କରିବାରେ ସମସ୍ତ ନାଗରିକଙ୍କ ତଥ୍ୟକୁ ଗୋପନୀୟ ରଖାଯିବ ବୋଲି ବିଏମ୍‌ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…

ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ ଧରିବାରେ ସଫଳ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ଦେବାଶିଷଙ୍କ ଭାଜପାରେ ଯୋଗଦାନକୁ ନେଇ ବିଜେଡି କ୍ଷୁବ୍ଧ, ନବୀନ ପଟ୍ଟନାୟକଙ୍କ ପାଖଲୋକ କହିଲେ, ‘ଭବିଷ୍ୟତରେ ସେ…’

ଭୁବନେଶ୍ୱର, ୨୬।୫: ଭାଜପାରେ ମିଶିଲେ ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ମଙ୍ଗଳବାର ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ ସଭାପତି ମନମୋହନ…

ଭାଜପାରେ ଯୋଗଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ଦେବାଶିଷ ,“ଗୁଣ୍ଡୁଚି ମୂଷା” ଭଳି …

ଭୁବନେଶ୍ୱର,୨୫।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିବା ପରେ ଦେବାଶିଷ ସାମନ୍ତରାୟ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଓ କାର୍ଯ୍ୟଶୈଳୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri