ହାଫିଜ୍‌ ଦୋଷୀ ସାବ୍ୟସ୍ତ

ଲାହୋର,୧୨ା୧୨(ପି.ଟି.): ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନ ଜେୟୁଡି ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଆତଙ୍କବାଦ ନିରୋଧୀ ଅଦାଲତ ବୁଧବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଆତଙ୍କବାଦକୁ ନେଇ ପାକିସ୍ତାନ ଉପରେ ଅନ୍ତର୍ଜାତୀୟ ଚାପ ବଢ଼ୁଥିବାବେଳେ ହାଫିଜ୍‌ ଓ ତାଙ୍କର ୩ ସହଯୋଗୀ ହାଫିଜ୍‌ ଅବଦୁଲ ସଲାମ୍‌ ବିନ୍‌ ମହମ୍ମଦ, ମହମ୍ମଦ ଅଶ୍ରଫ ଓ ଜାଫର ଇକ୍‌ବଲଙ୍କୁ ଟେରର୍‌ ଫାଇନାନ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?