Posted inଖେଳ

ହାଫ୍‌ ମାରାଥନରେ ଦ୍ରୁତତମ ମହିଳା ବ୍ରିଗିଡ କୋସ୍‌ଗି

ଲଣ୍ଡନ,୯।୯(ଏଏଫ୍‌ପି): କେନିଆର ବ୍ରିଗିଡ କୋସ୍‌ଗି ହାଫ୍‌ ମାରାଥନରେ ବିଶ୍ୱର ଦ୍ରୁତତମ ମହିଳା ହେବାର ରେକର୍ଡ ଅଧିକାର ହୋଇଛନ୍ତି। ଗ୍ରେଟ୍‌ ନର୍ଥ ରନ୍‌କୁ ସେ ଏକ ଘଣ୍ଟା, ୪ ମିନିଟ୍‌ ଓ ୨୮ ସେକେଣ୍ଡରେ ଶେଷକରି ଏହି ସଫଳତା ପାଇଛନ୍ତି। ତାଙ୍କ ଟାଇମିଂ ପୂର୍ବ ବିଶ୍ୱ ରେକର୍ଡଠାରୁ ୨୩ ସେକେଣ୍ଡ କମ୍‌। ପୂର୍ବରୁ କେନିଆର ଅନ୍ୟତମ ଧାବିକା ଜୋୟସିଲାଇନ ଜେପକୋସ୍‌ଗେଇ (୨୦୧୭) ହାଫ୍‌ ମାରାଥନର ଦ୍ରୁତତମ ମହିଳା ଥିଲେ। ଚଳିତ ବର୍ଷ ଲଣ୍ଡନ ମାରାଥନ ଜିତିଥିବା କୋସ୍‌ଗେଇଙ୍କ ନେତୃତ୍ୱାଧୀନ ପୋଡିୟମକୁ କେନିଆର ଧାବିକାମାନେ ଅକ୍ତିଆର କରି ରଖିଥିଲେ। ମାଗ୍‌ଡାଲିନେ (୧:୦୭.୩୬) ଦ୍ୱିତୀୟ ଓ ଲିନେଟ ମାସାଇ (୧:୦୭.୪୪) ତୃତୀୟ ସ୍ଥାନ ଅଧିକାର କରିଥିଲେ। ପୁରୁଷ ବିଭାଗରେ ମୋ ଫରାହ ଚାମ୍ପିୟନ ହୋଇଛନ୍ତି। କ୍ରମାଗତ ୬ଷ୍ଠ ଥର ପାଇଁ ସେ ଏହି ସମ୍ମାନଜନକ ହାଫ୍‌ ମାରାଥନ ଜିତିଛନ୍ତି। ୪ଥର ଅଲିମ୍ପିକ୍‌ ଚାମ୍ପିୟନ ୩୬ ବର୍ଷୀୟ ଫରାହଙ୍କୁ ତାମିରାତ ତୋଲା କଡ଼ା ଚ୍ୟାଲେଞ୍ଜ ଦେଇଥିଲେ। ଇଥୋପିଆନ ଫରାହ ୧୩.୧ ମାଇଲ ହାଫ୍‌ ମାରାଥନକୁ ୫୯ ମିନିଟ ୭ ସେକେଣ୍ଡରେ ଶେଷକରି ୬ ସେକେଣ୍ଡ ବ୍ୟବଧାନରେ ଜିତିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର କିଛି ମିନିଟ୍‌ ପୂର୍ବରୁ ଏହି ବ୍ୟକ୍ତିଙ୍କୁ ମନେ ପକାଇଥିଲେ ଅଜିତ ପାଓ୍ବାର: ଭାଇରାଲ ହେଉଛି ଶେଷ ପୋଷ୍ଟ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ…

ଦୁର୍ଘଟଣା ସମୟରେ ଅଜିତ ପାୱାରଙ୍କ ସହ ବିମାନରେ କିଏ ଥିଲେ? ଦେଖନ୍ତୁ ପୂରା ଲିଷ୍ଟ

ନୂଆଦିଲ୍ଲୀ,୨୮।୧: ବାରାମତିରେ ଏକ ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ଜିଲା ପଞ୍ଚାୟତ ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ…

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ…

ନୀରବି ଗଲେ ମହାରାଷ୍ଟ୍ର ରାଜନୀତିର ‘ପିତାମହ’: ଦାଦାଙ୍କଠାରୁ ଶିଖିଥିଲେ କୌଶଳ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ଜିଲା ପରିଷଦ…

ଏତେ ଭୟଙ୍କର ଥିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା, ଭିଡିଓ ଦେଖିଲେ ଥରିଉଠିବ ଛାତି…

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି।…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ…

ପ୍ଲେନ୍‌ କ୍ରାଶ୍‌ରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ୬ ଜଣଙ୍କ ପରଲୋକ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri