ହାମାମାତସୁ ଏୟାର ବେସ୍‌ ବୁଲିଲେ ରାଜନାଥ

ଟୋକିଓ,୩।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜାପାନ ଗସ୍ତରେ ଅଛନ୍ତି। ମଙ୍ଗଳବାର ସେଠାରେ ସେ ହାମାମାସତୁ ଏୟାର୍‌ ବେସ୍‌ ବୁଲି ଦେଖିଛନ୍ତି। ଏହି ସମୟରେ ସେ ଏଫ୍‌-୧୫ଯୁଦ୍ଧ ବିମାନ ଓ କାଓ୍ବାସାକି ପ୍ରଶିକ୍ଷଣ ବିମାନ ସମ୍ପର୍କରେ ସବିଶେଷ ତଥ୍ୟ ବୁଝିଥିଲେ। ସୂଚନାଯୋଗ୍ୟ, ସୋମବାର ରାଜନାଥ ତାଙ୍କ ଜାପାନି ସମକକ୍ଷ ତାକେସି ଲବେୟାଙ୍କୁ ସାକ୍ଷାତ୍‌ କରିଥିଲେ। ଏହାସହ ସେ ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ସହ ମଧ୍ୟ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ୨ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ସହ ଜମ୍ମୁ-କଶ୍ମୀର କଥା ମଧ୍ୟ ଉଠିଥିଲା। ସୂଚନାଯୋଗ୍ୟ, ରାଜନାଥ ୫ ଦିନିଆ ଜାପାନ ଓ ଦକ୍ଷିଣ କୋରିଆ ଗସ୍ତରେ ଥିବା ବେଳେ ମଙ୍ଗଳବାର ସେ ସିଓଲ ଗସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri