Posted inଜାତୀୟ

ହାରିଗଲେ ରାହୁଲ ଗାନ୍ଧୀ: ସ୍କୃତିଙ୍କୁ ଜଣାଇଲେ ଶୁଭେଚ୍ଛା

ଆମେଠି, ୨୩।୫: ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପରାସ୍ତ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ସ୍ମୃତି ଇରାନୀଙ୍କଠାରୁ ପଛରେ ପଡିଯାଇଛନ୍ତି। ସ୍ମୃତି ଇରାନୀ ୧ ଲକ୍ଷ ୪ ହଜାର ୪୯୮ ଖଣ୍ଡ ଭୋଟ ପାଇଥିବା ବେଳେ ରାହୁଲ ଗାନ୍ଧୀ ୯୪, ୭୩୨ ଖଣ୍ଡ ଭୋଟ ପାଇଛନ୍ତି। ୨୦୧୪ରେ ରାହୁଲ ଗାନ୍ଧୀ ପ୍ରାୟ ୨ ଲକ୍ଷରୁ ଅଧିକ ଭୋଟରେ ସ୍ମୃତି ଇରାନୀଙ୍କୁ ପରାସ୍ତ କରିଥିଲେ। ହାତରୁ ଆମେଠି ଯିବା ପରେ ରାହୁଲ ବିଜୟୀ ପ୍ରାର୍ଥୀ ସ୍ମୃତି ଇରାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଆଶା କରୁଛି ସ୍ମୃତି ଜୀ ଭଲ ଭାବେର ଆମେଠି ଜନତାଙ୍କ ଯତ୍ନ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri