ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।  ଉଷୁମ ପାଣି ପିଇଲେ ଶରୀରରୁ ବିଷାକ୍ତ ପଦାର୍ଥ ବାହାରିଯିବା ସହିତ ତ୍ୱଚା ସତେଜ ରହିଥାଏ। ପ୍ରତିଦିନ ସକାଳେ ଖାଲି ପେଟରେ ଏବଂ ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ ଉଷୁମ ପାଣି ପିଇଲେ କୋଷ୍ଠ କାଠିନ୍ୟରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।

Share