ହାର୍ଟଆଟାକ୍‌ ଓ ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ଥର…

ଛତୁରେ ବିଭିନ୍ନ ପୋଷକତ୍ବ ରହିଥାଏ। ଏହାକୁ ପ୍ରତିଦିନ ଖାଇଲେ ଶରୀରର ବହୁ ଉପକାର ହୁଏ। ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ଏହା ସହାୟକ ହୋଇଥାଏ । ଅଭ୍ୟାସ କରି ସପ୍ତାହରେ ୨ ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ ଡାଇବେଟିସ୍‌ ସମସ୍ୟା ଦୂର ହୋଇଥାଏ। ଶରୀରରେ କୋଲେଷ୍ଟରଲ ଓ ଶର୍କରାସ୍ତରକୁ ଛତୁ କମାଏ ବୋଲି ନିକଟରେ ଟ୍ରିନିଟି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଛତୁରେ ଲିନ୍‌ ପ୍ରୋଟିନ୍‌ ରହିଥାଏ। ଫଳରେ ଏହା ମେଦବହୁଳ ଓ ହୃଦ୍‌ରୋଗୀଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇଥାଏ। ଛତୁରେ ସୋଡିୟମ, ପ୍ରୋଟିନ୍‌, କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଆଦି ପୋଷକ ତତ୍ତ୍ୱ ରହିଥାଏ। ସାକ୍‌ଟେକ ପ୍ରଜାତିର ଛତୁରେ ବହୁମାତ୍ରାରେ ରୋଗପ୍ରତିରୋଧକ ଶକ୍ତି ରହିଥାଏ। ସେହିଭଳି ଭାବେ ରେଶୀ ପ୍ରଜାତିର ଛତୁ ଉଚ୍ଚରକ୍ତଚାପକୁ ହ୍ରାସ କରିବାରେ ସହାୟକ ହୋଇଥାଏ। ମାଇଟେକ୍‌ ପ୍ରଜାତିର ଛତୁ ଦ୍ୱାରା ରକ୍ତଚାପ ଓ ଲିଭର ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ । ଏଥିରେ ବହୁମାତ୍ରାରେ ଲୌହସାର ରହିଥିବାରୁ ଏହା ଖାଇବା ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇଥାଏ। ଏହା ମେଦବହୁଳତା ଦୂର କରିବାରେ ସହାୟକ ହୋଇଥାଏ । ଛତୁରେ ଥିବା ଭିଟାମିନ ବି’ ଖାଦ୍ୟକୁ ଗ୍ଲୁକୋଜ୍‌ରେ ପରିଣତ କରେ। ଛତୁୁ ଖାଇବା ଦ୍ୱାରା କ୍ୟାନସର, ଏଚ୍‌ଆଇଭି ସଂକ୍ରମଣର ଆଶଙ୍କା କମ ହୋଇଥାଏ ବୋଲି ଏହି ରିପୋର୍ଟ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri