ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଫଳ ଚୋପା…

ଡାଳିମ୍ବ ଖାଇସାରି କେତେକ ଏହାର ଚୋପାକୁ ଫିଙ୍ଗି ଦେଇଥାନ୍ତି। ତେବେ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଜୁସ୍‌ କରି ନିୟମିତ ପିଇଲେ ହାର୍ଟ ଆଟାକ୍‌ ଓ କର୍କଟ ରୋଗରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ଡାଳିମ୍ବ ଚୋପାରେ ଫେନାଲିକ୍ସ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହାଛଡା ଏଥିରେ ଆଣ୍ଟି ଅକ୍ସିଡାଣ୍ଟ୍‌, ଖଣିଜ ପଦାର୍ଥ, ଭିଟାମିନ୍‌ ପ୍ରଭୃତି ଉପାଦେୟ ଉପାଦାନ ମଧ୍ୟ ରହିଛି। ଏହି ଜୁସ୍‌ ତ୍ୱଚାକୁ ଉଜ୍ଜ୍ୱଳତା ପ୍ରଦାନ କରି ଯୁବ ସୁଲଭ ଠାଣି ବଜାୟ ରଖେ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିବାରେ ସହାୟକ ହୁଏ। ସପ୍ତାହରେ ଦୁଇଥର କିମ୍ବା ତିନି ଥର ଡାଳିମ୍ବ ଚୋପାର ଜୁସ୍‌ ପିଇଲେ ଅନେକ ରୋଗରୁ ସହଜରେ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ଓ୍ବାଙ୍ଗ୍‌ଚୁକ୍‌ ଅନଶନ ଭାଙ୍ଗିବା ପରେ ଏହି ବଡ଼ କଥା କହିଦେଲେ ରେଖା ଗୁପ୍ତା, ଛାତ୍ରଙ୍କ ସମସ୍ୟା…

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍‌ ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନରେ ବସିଥିବା ପରିବେଶବିତ୍‌ ତଥା ସମାଜସେବୀ ସୋନମ ଓ୍ବାଙ୍ଗ୍‌ଚୁକ୍‌ ସରକାରଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ତାଙ୍କର…

ମୋଦିଙ୍କ ମଧ୍ୟରାତ୍ରି ଭିଡିଓକୁ ନେଇ CJPର କଟାକ୍ଷ! ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲା ଏହି କଥା

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ଏକ ବିବୃତ୍ତି ଜାରି କରିଛି । NEET ପେପର୍ ଲିକ୍ ବିରୋଧରେ କଠୋର…

ଅଭିଶପ୍ତ ଜୀବନ ବିତାଉଛନ୍ତି କୁମିଆପାଲିର ଉମାଙ୍କ ପରିବାର: କବାଟ ବନ୍ଦ କରି ରହିବାକୁ ପଡୁଛି

ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍‌ତେଲ ଡ୍ୟାମ୍‌ର ଠେଲା ପାଣିରେ ଆଉ ଅଳ୍ପ କିଛି…

ଅଞ୍ଚଳରେ ଚାଞ୍ଚଲ୍ୟ: ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ରୁ ଟଙ୍କା ନେଇ ଫେରାର୍‌

ଉମରକୋଟ,୨୪।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହରର କୋଣ୍ଡାଗା ରୋଡ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌କୁ ଦୁର୍ବୃତ୍ତମାନେ ଗ୍ୟାସ୍‌ କଟରରେ କାଟି ଲୁଟ୍‌…

ପିକଅପ୍‌ ଭ୍ୟାନ୍‌ ଧକ୍କାରେ ହାତୀ ଆହତ: ବନ ବିଭାଗ ଦ୍ୱାରା କରାଯାଉଛି ଚିକିତ୍ସା

କେନ୍ଦୁଝର,୨୪।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜର ନରଣପୁର ସେକ୍ସନ ଅନ୍ତର୍ଗତ ବଡ଼ପଷି, ଗୋପୀନାଥପୁର ଗ୍ରାମ ନିକଟରେ ଆଜି ସକାଳେ ଏକ ୧୫ ବର୍ଷ ଅଣ୍ଡିରା…

ମାନବିକତା ଦେଖାଇଲେ ଏସଡିପିଓ: ଦୁର୍ଘଟଣାରେ ଆହତ ସେନା କର୍ମଚାରୀଙ୍କ କଲେ ଚିକିତ୍ସା ବ୍ୟବସ୍ଥା

ଭଞ୍ଜନଗର,୨୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏସଡିପିଓ ଡ.ଦୀପକ କୁମାର ମିଶ୍ର ଗୁରୁବାର ରାତିରେ ଦୁର୍ଘଟଣାରେ ଆହତ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଉଦ୍ଧାର କରି ଚିକିତ୍ସା…

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri