ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

କଫି ଓ ଚା’ ହୃଦ୍‌ଘାତରୁ ମନୁଷ୍ୟକୁ ସୁରକ୍ଷା ଦେଇଥାଏ। କଫିରେ ଥିବା କାଫିନ୍‌ ଓ ଚା’ରେ ଥିବା ନିକୋଟାଇନ୍‌ ରକ୍ତରେ ମିଶିବା ଦ୍ୱାରା ରେଡ୍‌ ବ୍ଲଡ୍‌ କୋଷିକା ଉତ୍ତେଜିତ ହୋଇଥାଏ। ଫଳରେ ହାର୍ଟର ସାଧାରଣ କାର୍ଯ୍ୟକାରିତା ବୃଦ୍ଧି ପାଏ। ଏହାଯୋଗୁ ହାର୍ଟ ଆଟାକ୍‌ ଆଶଙ୍କା ଦୂର ହୁଏ। ନିୟମିତ କଫି କିମ୍ବା ଚା’ପାନ କରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ହାର୍ଟ ଆଟାକ୍‌ ଆଶଙ୍କା ଅପେକ୍ଷାକୃତ କମ୍‌ ରହିଥାଏ। ତେଣୁ ପ୍ରତିଦିନ ସକାଳେ ଅଧାକପ୍‌ କଫି କିମ୍ବା ଚା’ ପିଇଲେ ସୁଫଳ ମିଳିଥାଏ। ଏହା ଫୁର୍ତ୍ତି ଆଣିବା ସହିତ କୋଲେଷ୍ଟରଲସ୍ତରକୁ ସ୍ବାଭାବିକ କରେ। ଫଳରେ ରକ୍ତଚାପ ହ୍ରାସ ପାଇ ରକ୍ତ ସଞ୍ଚାଳନ ପ୍ରକ୍ରିୟା ସ୍ବାଭାବିକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri