Posted inଖେଳ

ହାର୍ଦ୍ଦିକଙ୍କୁ ଭେଟିଲେ ନୀତା ଅମ୍ବାନି

ଲଣ୍ଡନ,୧୧।୧୦:ନିକଟରେ ସଫଳତାର ସହ ଅଣ୍ଟାରେ ଅସ୍ତ୍ରୋପଚାର କରାଇଥିବା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏଠାରେ ଗୁରୁବାର ଭେଟିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ମାଲିକିଆଣୀ ନୀତା ଅମ୍ବାନି। ଏ ନେଇ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନୀତାଙ୍କୁ ‘ଭାଉଜ’ ସମ୍ବୋଧନ କରି ହାର୍ଦ୍ଦିକ ଧନ୍ୟବାଦ ଦେଇଛନ୍ତି। ମୋତେ ଭେଟିଥିବାରୁ ଭାଉଜଙ୍କୁ ଧନ୍ୟବାଦ। ତୁମର ଶୁଭେଚ୍ଛା ଓ ପ୍ରୋତ୍ସାହନ ମୋ ପାଇଁ ବହୁତ କିଛି ବୋଲି ସେ କ୍ୟାପଶନରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri