Posted inଖେଳ

ହାର୍ଦ୍ଦିକ ନୁହେଁ, ଉର୍ବଶୀଙ୍କ ସହ ଚାଲିଛି ଅନ୍ୟ କ୍ରିକେଟରଙ୍କ ଚକ୍କର

ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରେ ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌଟେଲାଙ୍କ ଅନ୍ୟ ଜଣେ କ୍ରିକେଟରଙ୍କ ସହ ଚକ୍କର ଚାଲିଛି। ସେହି କ୍ରିକେଟର ହେଉଛନ୍ତି ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ‘ସ୍ପଟ୍‌ବୟଇ’ରେ ପ୍ରକାଶ ପାଇଥିବା ଏକ ରିପୋର୍ଟ ମୁତାବକ, ଉର୍ବଶୀଙ୍କୁ ବିଳମ୍ବିତ ରାତିରେ ପନ୍ତଙ୍କ ସହ ଏକ ବଡ଼ ରେଷ୍ଟୁରାଣ୍ଟରେ ଦେଖିବାକୁ ମିଳିଛି। ପନ୍ତ ବଲିଉଡ୍‌ ସୁନ୍ଦରୀଙ୍କୁ ଡିନର ଡେଟ୍‌ରେ ନେଇଥିଲେ। ଏହା ଭାରତ ଓ ଓ୍ବେଷ୍ଟଇଣ୍ଡିଜ ଟି୨୦ ସିରିଜର ପୂର୍ବଦିନ ଘଟିଥିଲା। ପୂର୍ବରୁ ଉର୍ବଶୀଙ୍କ ସହ ହାର୍ଦ୍ଦିକଙ୍କ ଚକ୍କର ଥିବା କେତେକ ରିପୋର୍ଟରେ ପ୍ରକାଶ ପାଇଥିଲା। ନିକଟରେ ହାର୍ଦ୍ଦିକ ଗିଫ୍ଟ ଭାବେ ଏକ ଡଗି ଦେଇଥିଲେ। କିନ୍ତୁ ଏକ ବୈଦ୍ୟୁତିକ ଗଣମାଧ୍ୟମ ଚ୍ୟାନେଲକୁ ଦେଇଥିବା ସାକ୍ଷାତ୍‌କାରରେ ରିଲେଶନଶିପକୁ ଉର୍ବଶୀ ଏହାକୁ ଅସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri