Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଭାବପ୍ରବଣ ହେଲେ ଏହି ଅଭିନେତ୍ରୀ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ସହ ଯୋଡାଯାଏ। ନିକଟରେ ପାଣ୍ଡ୍ୟା ନିଜ ପିଲାଦିନର ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଅପ୍‌ଲୋଡ୍‌ କରିଥିଲେ। ଯେଉଁ ଫଟୋରେ ସେ ଟ୍ରକ ପଛରେ ବସି କ୍ରିକେଟ ଖେଳିବାକୁ ଯାଉଥିବାର ଦେଖାଯାଇଛି। ତାଙ୍କର ଏହି ଫଟୋ ଦେଖି ଭାବପ୍ରବଣ ହୋଇପଡିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରଉତେଲା। ସେ ଉକ୍ତ ଫଟୋ ଫଟୋ ଦେଖି ତାଙ୍କ ପିଲା ବେଳ ସଂଘର୍ଷର କାହାଣୀ ବଖାଣିଛନ୍ତି। ପିଲାଦିନେ ସେ କେମିତି ବାସ୍କେଟ୍‌ ବଲ୍‌ ଖେଳିବା ପାଇଁ ଟ୍ରେନ୍‌ରେ ଯାତ୍ରା କରୁଥିଲେ, ତାହା ସେ କହିଛନ୍ତି। ପାଣ୍ଡ୍ୟା ଏବଂ ଉର୍ବଶୀ ପରସ୍ପରକୁ ଡେଟ୍‌ କରୁଥିବାର ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ନିକଟରେ ଉଭୟଙ୍କୁ ମୁମ୍ବାଇରେ ଆୟୋଜିତ ଏକ ପାର୍ଟିରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫୩ନଂ ରଜ୍ୟ ରାଜପଥରେ ଗେଟିଏ ପରେ ଗେଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରଜ୍ୟ ରାଜପଥରେ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri